ହନି ଟ୍ରାପ୍ରେ IAF ୱିଙ୍ଗ କମାଣ୍ଡର୍, ପାକିସ୍ତାନକୁ ଗୋପନୀୟ ସୂଚନା ଦେଇ ଗିରଫ
ନୂଆଦିଲ୍ଲୀ: ହନି ଟ୍ରାପ୍ରେ ପଡି ଫଶିଗଲେ IAF ୱିଙ୍ଗ କମାଣ୍ଡର୍। ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍ ଭାରତୀୟ ବାୟୁସେନାର ଜଣେ ୱିଙ୍ଗ କମାଣ୍ଡରଙ୍କୁ ପ୍ରତିରକ୍ଷା କାଗଜପତ୍ର ଲିକ୍ କରିବା ଅଭିଯୋଗରେ ଗିରଫ କରିଛି। ଜାତୀୟ ପ୍ରତିରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ସୂଚନା ଲିକ୍ କରିଥିବା…