Senior BJP Leader Passes Away: ବିଜେପିର ବରିଷ୍ଠ ନେତା ଶଙ୍କର୍ଷଣ ପରିଡାଙ୍କ ପରଲୋକ
ଭୁବନେଶ୍ୱର: ବିଜେପି ପଂଚାୟତ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ, ପୁରୀ ଜିଲ୍ଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ନେତା ଶ୍ରୀ ଶଙ୍କର୍ଷଣ ପରିଡାଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ତାଙ୍କ ପରଲୋକରେ ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି ।…