ଭଦ୍ରକ ଗୋଷ୍ଠୀ ସଂଘର୍ଷ ଘଟଣା; ମୃତ ସନ୍ତୋଷଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ବହନ କରିବେ ସରକାର
ଭଦ୍ରକ: ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ସନ୍ତୋଷ ପରିଡାଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ସରକାର ବହନ କରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ।
ଗତକାଲି ଏହି ଘଟଣାରେ…