ହନୁମାନଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚନାର ଶିକାର ହେଲେ ଆମେରିକା ନେତା
ଓ୍ବାଶିଂଟନ୍: ଆମେରିକାର ଟେକ୍ସାସ ରାଜ୍ୟରେ ରିପବ୍ଲିକାନ ନେତା ଆଲେକଜାଣ୍ଡାର ଡଙ୍କନ ହନୁମାନଙ୍କ ବିଷୟରେ ଏକ ବୟାନ ଦେଇ ବିବାଦରେ ଫଶିଛନ୍ତି । ଏଥିସହିତ ଆମେରିକା ଏକ ଖ୍ରୀଷ୍ଟିଆନ୍ ରାଷ୍ଟ୍ର ବୋଲି ସେ ଘୋଷଣା କରିଛନ୍ତି । ତାଙ୍କର ଏଭଳି ମନ୍ତବ୍ୟକୁ ବିଭିନ୍ନ ସମ୍ପ୍ରଦାୟ ଏବଂ ଇଣ୍ଟରନେଟ୍…