Cyclone Montha: ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା, ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି
ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ନେଲା ମୋନ୍ଥା । ଏକ ଭୟଙ୍କର ଘୂର୍ଣ୍ଣିଝଡ଼ରେ ପରିଣତ ହୋଇ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ସ୍ଥଳଭାଗ ମୁହାଁଉଛି ବାତ୍ୟା। ଅନ୍ୟପଟେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ମୋନ୍ଥାର ପ୍ରଭାବ ଓ ପ୍ରସ୍ତୁତି ସଂପର୍କରେ ସମୀକ୍ଷା…