ଆଇଆରଏସ୍ ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ, ସରକାରୀ କ୍ୱାର୍ଟର୍ସରେ ଯୁବତୀଙ୍କୁ ଦୁଷ୍କର୍ମ
ଭୁବନେଶ୍ୱର: ଆଇଆରଏସ୍ ଅଫିସରଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ। ଭୁବନେଶ୍ବର ସହିଦନଗର ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ଜଣେ IRS ଅଫିସର ସରକାରୀ କ୍ବାଟର୍ସ ଭିତରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିବା ସହ ଭିଡିଓ ରେକର୍ଡଂ କରିଥିବା ଅଭିଯୋଗ ଆସିଛି।
ସୂଚନା ଅନୁସାରେ ଆଇଆରଏସ୍ ଅଫିସ୍ର…