Nuapada Bypoll: ନୂଆପଡ଼ା ଉପନିର୍ବାଚନ ପ୍ରଚାର : ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷଦିନ
ନୂଆପଡ଼ା: ନୂଆପଡା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ସେପଟେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ମୋଟ୍ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ…