ଏଣିକି ଭିଡିଓ କନଫରେନ୍ସିଂରେ ଶୁଣାଣି ନେଇ ଓଡିଶା ମାନବାଧିକାର କମିଶନଙ୍କ ନିର୍ଦ୍ଦେଶାବଳୀ ଜାରି
ଭୁବନେଶ୍ୱର: ଓଡ଼ିଶା ମାନବାଧିକାର କମିଶନ, ଭୁବନେଶ୍ୱର ସମସ୍ତ ବେଞ୍ଚମାନଙ୍କ ଦ୍ୱାରା ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣି ସୁଚାରୁ ରୂପେ ସମ୍ପାଦନ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟାକୁ ଏକୀକୃତ ଏବଂ ସୁବ୍ୟବସ୍ଥିତ କରିବା ପାଇଁ କମିଶନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି…