ସଞ୍ଜୁ ସାମସନଙ୍କ ପାଇଁ ଶେଷ ସୁଯୋଗ ? ବେଞ୍ଚରେ ବସିଛନ୍ତି ବୈଭବ
ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି୨୦ରେ ବଡ ସ୍କୋର କରି ନ ପାରିବା ଭାରତୀୟ ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କୁ ଚାପରେ ପକାଇଛି । ଜବରଦସ୍ତ ଫର୍ମରେ ଥିବା ବୈଭବ ସୂର୍ଯ୍ୟବଂଶୀ ଚୂଡାନ୍ତ ଏକାଦଶରେ ସ୍ଥାନ ପାଇବା ପାଇଁ ଗୋଡ କାଢ଼ି ବସିଛନ୍ତି । ଦ୍ୱିତୀୟ ଟି୨୦ରେ ସଞ୍ଜୁଙ୍କୁ ଯଦି ସୁଯୋଗ…