୧୦ ଲକ୍ଷ ୪୦ ହଜାର ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ୨ ଗିରଫ
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରରେ ଅବକାରୀ ବିଭାଗକୁ ବଡ଼ ସଫଳତା । ନିଶା ବେପାରୀମାନଙ୍କ ଠାରୁ ୧୦୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବାବେଳେ, ୨ ଜଣ ବ୍ରାଉନସୁଗାର ବେପାରୀ ଗିରଫ ହୋଇଛନ୍ତି । ଏହା ସହ ସେମାନଙ୍କ ନିକଟରୁ ଦୁଇଟି ବାଇକ୍, ପାଞ୍ଚ ହଜାର ଟଙ୍କା ଓ ଦୁଇଟି ମୋବାଇଲ ଫୋନ ଜବତ…