Gold rate today: ସୁନା,ରୂପା ଦରରେ ଲାଗିଲା ବ୍ରେକ
ଭୁବନେଶ୍ବର: ଗ୍ରାହକଙ୍କୁ କିଛି ମାତ୍ରାରେ ଆଶ୍ବସ୍ତି ମିଳିଛି । ସୁନା,ରୂପା ଦରରେ ସାମାନ୍ୟ ବ୍ରେକ୍ ଲାଗିଲା । ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୩ ହଜାର ୩୮୦ଟଙ୍କା କମିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୩ହଜାର ୧୦୦ ଟଙ୍କା କମିଛି ।
ଗତକାଲି ରାଜଧାନୀ ଭୁବନେଶ୍ୱରରେ ୨୪…