ବିମାନ ବନ୍ଦରରୁ ୩.୯୩ କେଜି ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ
ଭୁବନେଶ୍ୱର: ଭୁବନେଶ୍ଵର ବିମାନବନ୍ଦରରୁ ୩.୯୩ କେଜି ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୪ କୋଟି ଟଙ୍କା ହେବ। ବ୍ୟାଙ୍କକରୁ ଆସୁଥିବା ଯାତ୍ରୀଙ୍କ ନିକଟରୁ ୪ ପ୍ୟାକେଟ୍ ହାଇଡ୍ରୋପୋନିକ୍ ଗଞ୍ଜେଇ ମିଳିଛି। ବ୍ୟାଗ୍ର ଚକୋଲେଟ୍ ପ୍ୟାକେଟ୍ କାର୍ଡବୋର୍ଡରେ…