Latest Odisha News

BREAKING NEWS

କଟକ -ନିର୍ଗୁଣ୍ଡି ଚତୁର୍ଥ ରେଳ ଲାଇନ ଏବଂ ନିର୍ଗୁଣ୍ଡିରେ ରେଳ ଫ୍ଲାଏଓଭରକୁ ମଞ୍ଜୁରୀ

କଟକ: ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ₹୮୦୨.୯କୋଟି ମୂଲ୍ୟରେ କଟକ-ନିର୍ଗୁଣ୍ଡି ଚତୁର୍ଥ ରେଳ ଲାଇନ (୧୫.୯୯ କିଲୋମିଟର) ଏବଂ ନିର୍ଗୁଣ୍ଡି ଠାରେ ଏକ ରେଳ ଫ୍ଲାଏଓଭରକୁ ମଞ୍ଜୁରୀ ଦେଇଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପର ଲକ୍ଷ୍ୟ ହେଉଛି ହାଓଡା-ଚେନ୍ନାଇ ମୁଖ୍ୟ ଲାଇନ ସେକ୍ସନ ଏବଂ…

ବରଗଡ଼ ରୋଡ୍-ନୱାପଡ଼ା ରୋଡ୍ ନୂତନ ବ୍ରଡ୍ ଗେଜ୍ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଦୃଷ୍ଟିରେ ରଖି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ବରଗଡ଼ ରୋଡ୍ ଏବଂ ନୱାପଡ଼ା ରୋଡ୍ ମଧ୍ୟରେ ୧୩୮.୩୨ କିଲୋମିଟର ଦାର୍ଘ୍ୟ ବିଶିଷ୍ଟ ନୂତନ ବ୍ରଡ୍ ଗେଜ୍ (ବିଜି) ରେଳ ଲାଇନ କାର୍ଯ୍ୟକାରୀ କରିବାରେ ଭାରତୀୟ ରେଳବାଇ ଦୃଢ ଅଗ୍ରଗତି…

ଇଂଲଣ୍ଡ ୩୮୭ରେ ଅଲଆଉଟ, କପିଳଦେବଙ୍କ ରେକର୍ଡ ଭାଙ୍ଗିଲେ ବୁମରାହ

ଲଣ୍ଡନ: ଏଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଯଶପ୍ରୀତ ବୁମରାହଙ୍କ ଚମତ୍କାର ବୋଲିଂ ସହାୟତାରେ ଭାରତ ୩୮୭ ରନରେ ଇଂଲଣ୍ଡକୁ ଅଲଆଉଟ କରିଛି । ପନ୍ତ ୭୪ ରନରେ ୫ଟି ୱିକେଟ ଅକ୍ତିଆର କରିଥିଲେ । ଏହି ଅବସରରେ ଭାରତର ମହାନ ଅଲରାଉଣ୍ଡର କପିଳ ଦେବଙ୍କ ଏକ ରେକର୍ଡ ପନ୍ତ ଭଙ୍ଗ କରିଛନ୍ତି ।…

ଘରୋଇ ହସ୍ପିଟାଲ ପାଇଁ କଡ଼ା ନିୟମ; ରୋଗୀଙ୍କ ମୃତଦେହକୁ ଅଟକାଇ ପାରିବେନି

ଆସାମ:କୌଣସି ଘରୋଇ ହସ୍ପିଟାଲ କି ନର୍ସିଂ ହୋମ୍‍ ଆଉ କରିପାରିବେନି ମନମାନି । ବିଲ୍‌ ପେମେଣ୍ଟ ହେଉ ଅବା ନହେଉ ଏବେ ରୋଗୀଙ୍କ ମୃତଦେହକୁ ଅଟକାଇ ପାରିବେ ନାହିଁ । ମୃତ୍ୟୁ ହେବାର ୨ଘଣ୍ଟା ମଧ୍ୟରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିବା ବାଧ୍ୟତାମୂଳକ ବୋଲି ଘୋଷଣା କରିଛନ୍ତି ଆସାମ…

ଭାରତ, ଶ୍ରୀଲଙ୍କା ବୋର୍ଡର ପଦକ୍ଷେପ ପରେ ଏସିଆ କପ ଆୟୋଜନ ସଂଶୟରେ

ନୂଆଦିଲ୍ଲୀ: ଏସିଆ କପ କ୍ରିକେଟର ଭବିଷ୍ୟତ ଏବେ ଧୀରେ ଧୀରେ ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବାରେ ଲାଗୁଛି । ଭାରତ ଓ ଶ୍ରୀଲଙ୍କା ବୋର୍ଡ ଏସୀୟ କ୍ରିକେଟ ପରିଷଦ ବୈଠକରେ ଅଂଶଗ୍ରହଣ କରିବା ପାଇଁ ମନା କରିବା ପରେ ଏହି ସଂଶୟ ସୃଷ୍ଟି ହୋଇଛି । ଅନଲାଇନରେ ଏହି ୨ଟି ଟିମ ଅଂଶଗ୍ରହଣ କରିବା ପାଇଁ…

ଶ୍ରୀଲିଙ୍ଗରାଜ ମନ୍ଦିରରରୁ ସେବାୟତ ଖସିପଡ଼ିବା ଘଟଣା: ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି

ଭୁବନେଶ୍ବର: ମହାଶିବରାତ୍ରିରେ ମହାଦୀପ ଉଠାଇବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରରୁ ଜଣେ ସେବାୟତ ତଳେ ପଡି ଆହତ ହେବା ଘଟଣା । ଏହାକୁ ଅତି ଗୁରୁତର ସହ ନେଇଛନ୍ତି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) । ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି ଲେଖି ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା…

ଏହି ଦିନ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା…

ଭୁବନେଶ୍ବର: ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ସରକାରଙ୍କ ଘୋଷଣା ଅନୁସାରେ ରାଖୀ ପୂର୍ଣ୍ଣିମା ( ଅଗଷ୍ଟ ୯ ତାରିଖ)ରେ ୩ୟ…

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ

ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେଙ୍କ ସମ୍ବୋଧନ । ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି । ବିଜେପିର ଅବଦାନ…

‘ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ, ସରକାର ନୀରବଦ୍ରଷ୍ଟା’

ଭୁବନେଶ୍ବର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ ବରମୁଣ୍ଡା ମଞ୍ଚରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇଯାଇଛନ୍ତି । ରାହୁଲ କହିଛନ୍ତି, “ଏମାନେ କୁଆଡ଼େ…

ସର୍ବାଧିକ ଶତକ ହାସଲରେ ବିଶ୍ୱର ୫ମ ଖେଳାଳି ହେଲେ ରୁଟ

ଲଣ୍ଡନ: ଭାରତ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଅବସରରେ ଇଂଲଣ୍ଡର ଷ୍ଟାର ଖେଳାଳି ଜୋ ରୁଟ ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ଆନ୍ତର୍ଜାତୀୟ ଟେଷ୍ଟରେ ସର୍ବାଧିକ ଶତକ ହାସଲରେ ୫ମ ସ୍ଥାନରେ ରହିଛନ୍ତି । ଏହା ତାଙ୍କ କ୍ୟାରିୟରର ୩୭ତମ ଶତକ ରହିଥିଲା । ସେ ଭାରତର ମହାନ ଖେଳାଳି ରାହୁଲ…