ସବୁ ଟ୍ରାଫିକ୍ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ
ଭୁବନେଶ୍ୱର: ରାଜଧାନୀର ସବୁ ଟ୍ରାଫିକ୍ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ । ଏଭଳି ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ଅମ୍ଳଜାନ କମିକମି ଯାଉଛି । ତୁଳସୀ ଗଛ ଅମ୍ଳଜାନ ଦେଉଥିବାରୁ ଏହାକୁ ଯେତେ…