Liquor in Tetra Packs: ଏବେ କାଚ ନୁହେଁ ଟେଟ୍ରା ପ୍ୟାକ୍ରେ ମିଳିବ ମଦ
ଭୁବନେଶ୍ବର:ବଦଳିଯିବ ମଦ ପ୍ୟାକେଟର ରୂପ। ଟେଟ୍ରା ପ୍ୟାକରେ ଆସିବ ମଦ । ରାଜ୍ୟରେ ମଦ ପ୍ୟାକିଂକୁ ନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ସୂଚନା ।
ମନ୍ତ୍ରୀ କହିଛନ୍ତି, ଅବକାରୀ ନୀତି ଅନୁସାରେ କାଚ ବୋତଲର ପରିବର୍ତ୍ତନ କରାଯିବ । ଟେଟ୍ରା ପ୍ୟାକ୍ ବ୍ୟବହାରକୁ ଅନୁମତି…