ନୂଆପଡ଼ା ଉପନିର୍ବାଚନ; ଷ୍ଟିୟରିଂ କମିଟି ଓ ମନିଟରିଂ କମିଟି ଗଠନ କଲା କଂଗ୍ରେସ
ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରେ ଅନୁଷ୍ଠିତ ହେବାକୁ ନୂଆପଡ଼ା ଉପନିର୍ବାଚନର ପରିଚାଳନା ନିମନ୍ତେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଏକ ଷ୍ଟିୟରିଂ କମିଟି ଓ ମନିଟରିଂ କମିଟି ଗଠନ କରିଛନ୍ତି।
ଉକ୍ତ କମିଟି ବ୍ୟବସ୍ଥିତ ଭାବରେ ନିର୍ବାଚନ ପରିଚାଳନା କରି କଂଗ୍ରେସ…