ରାହୁଲ ଗାନ୍ଧୀଙ୍କ ଗସ୍ତ ସଫଳ କରିବା ପାଇଁ ପୁରୀ କଂଗ୍ରେସର ପ୍ରସ୍ତୁତି ବୈଠକ
ପୁରୀ: ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଇନ୍ଦିରା ଭବନ, ପୁରୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ, ପୁରୀରେ ଏକ ଜିଲ୍ଲା ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୧୧ ତାରିଖରେ ବିରୋଧି ଦଳ ନେତା ସାଂସଦ ରାହୁଲ ଗାନ୍ଧୀଙ୍କ ଭୁବନେଶ୍ବରେ ସମ୍ବିଧାନ ବଞ୍ଚାଓ କାର୍ଯ୍ୟକ୍ରମରେ ଯୋଗଦେବେ।…