Manmohan samal: ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ପ୍ରତିକ୍ରିୟା ରଖିଲେ ମନମୋହନ ସାମଲ
ଭୁବନେଶ୍ବର:ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଏହି ନିଷ୍ପତ୍ତି ବିଜେଡିର ଦଳୀୟ ନିଷ୍ପତ୍ତି, ବିଜେପି ନିଜ ରାସ୍ତାରେ ଅଛି ।
ସୂଚନାଥାଉକି, ନୂଆଦିଲ୍ଲୀ ଗସ୍ତ…