ସମ୍ପତି ପାଇଁ କୋର୍ଟରେ କରିସ୍ମା କପୁରଙ୍କ ଦୁଇ ପିଲା, ଜାଣନ୍ତୁ କଣ ରହିଛି ପୁରା ଘଟଣା…
ମୁମ୍ବାଇ: କରିସ୍ମା କପୁରଙ୍କ ଦୁଇ ସନ୍ତାନ ସମାଇରା ଏବଂ କିୟାନ୍ ସେମାନଙ୍କ ସ୍ୱର୍ଗତ ପିତା ସଞ୍ଜୟ କପୁରଙ୍କ ସମ୍ପତ୍ତିରେ ଅଂଶ ପାଇବା ପାଇଁ ବର୍ତ୍ତମାନ୍ ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।
ଉଭୟ ଏକ ମାମଲା ଦାୟର କରିଥିଲେ। ଯେଉଁଥିରେ ସେମାନେ ଦାବି କରିଛନ୍ତି ଯେ ସେମାନଙ୍କ ସାବତ…