Latest Odisha News

BREAKING NEWS

Balianta Soumya Murder Case: ତଦନ୍ତ ବାଟବଣା ହେଉଥିବା ଆଶଙ୍କା, ଅସଲ ଅପରାଧୀଙ୍କୁ ଘଣ୍ଟ ଘୋଡ଼ାଉଛି ପୋଲିସ?

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଏବେ ଏକ ନୂଆ ମୋଡ଼ ଆସିଛି । ନିଜ ପୁଅକୁ ହରାଇ ନ୍ୟାୟ ପାଇଁ ଲଢ଼େଇ କରୁଥିବା ଜଣେ ଅସହାୟ ମା' ପୋଲିସର ତଦନ୍ତ ପ୍ରକ୍ରିୟା ଓ ପ୍ରସ୍ତୁତ ହୋଇଥିବା ଚାର୍ଜସିଟକୁ ନେଇ ସାଂଘାତିକ…

Women Asia Cup 2026: ନକଭିଙ୍କ ହାତରୁ ଟ୍ରଫି ନେବାକୁ ସିଧାସଳଖ ମନା କଲା ଟିମ୍ ଇଣ୍ଡିଆ, ଷ୍ଟେଜ୍ ଉପରେ ହାଇଡ୍ରାମା

ଦୁବାଇ: ରବିବାର ଦିନ ଦୁବାଇ ଇଣ୍ଟରନ୍ୟାସନାଲ୍ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ମହିଳା ଏସିଆ କପ୍ ଫାଇନାଲରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ୭୨ ରନର ବଡ଼ ବ୍ୟବଧାନରେ ପରାସ୍ତ କରି ରେକର୍ଡ ଅଷ୍ଟମ ଥର ପାଇଁ ଟାଇଟଲ୍ ହାତେଇଛି । ଫାଇନାଲ୍ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ…

୧୯୯୮ରେ ଭାରତକୁ ଟାର୍ଗେଟ କରିବାକୁ ଯୋଜନା କରୁଥିଲା ଲାଡେନ

ନ୍ୟୁୟର୍କ:  ୯/୧୧ ଆମେରିକା ଆତଙ୍କବାଦୀ ଆକ୍ରମଣର ୨୫ ବର୍ଷ ପୂର୍ତ୍ତି ଅବସରରେ ଆମେରିକାର ଗୁପ୍ତଚର ସଂସ୍ଥା ସିଆଇଏ କିଛି ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍ ସାର୍ବଜନୀନ କରିଛି। ଏହି ରିପୋର୍ଟରୁ ଏକ ବଡ଼ ଖୁଲାସା ହୋଇଛି। ୧୯୯୮ ମସିହାରେ ଅଲ-କାଏଦା ମୁଖିଆ ଓସାମା ବିନ୍ ଲାଡେନ୍ ଭାରତ ସମେତ ବିଶ୍ୱର…

ବ୍ରିକ୍ସ୍ ସମ୍ମିଳନୀରେ ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ବଲିଉଡ୍ ଅନ୍ଦାଜ୍

ନୂଆଦିଲ୍ଲୀ : ଆର୍ନ୍ତଜାତୀୟ ମଞ୍ଚରେ ଏବେ ବେଶ୍ ଚର୍ଚ୍ଚାରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ। ଭାରତ ମଣ୍ଡପମରେ ଆୟୋଜିତ ରାତ୍ରିଭୋଜନ କାର୍ଯ୍ୟକ୍ରମ ମଞ୍ଚରେ ଉପସ୍ଥିତ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଶ୍ୱର ବହୁ ପ୍ରତିଷ୍ଠିତ ନେତା। ଏହି ସମୟରେ ମାଲେସିଆ…

ଜି – ୨୦ରେ ପୁଟିନ – ଜେଲେନସ୍କି ସାକ୍ଷାତକାର ଅସମ୍ଭବ : କ୍ରେମଲିନ

ନୂଆଦିଲ୍ଲୀ: ଆସନ୍ତା ଡିସେମ୍ବର ମାସରେ ଆମେରିକାର ମିଆମିଠାରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀ ଅବସରରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ମଧ୍ୟରେ କୌଣସି ଦ୍ବିପାକ୍ଷିକ ସାକ୍ଷାତକାର ହେବାର ସମ୍ଭାବନାକୁ ସିଧାସଳଖ…

ଓମାନ ଉପକୂଳରେ ବାଣିଜ୍ୟିକ ଜାହାଜକୁ ଆକ୍ରମଣ, ୧୪ ଭାରତୀୟ କ୍ରୁ ଥିଲେ..

ନୂଆଦିଲ୍ଲୀ: ଓମାନ ଉପକୂଳରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣପରେ ଏହି ଅଞ୍ଚଳରେ ସାମୁଦ୍ରିକ ସୁରକ୍ଷା ନେଇ ଚିନ୍ତା ସୃଷ୍ଟି ହୋଇଛି।  MT ଏଲ୍ ଗାୟା ଉପରେ ଆକ୍ରମଣକୁ ନିନ୍ଦା କରିଛି ଭାରତ। ସୂଚନା ଅନୁଯାୟୀ, ଏଥିରେ ମୋଟ ୧୪ ଜଣ ଭାରତୀୟ କ୍ରୁ ସଦସ୍ୟ ଥିଲା ବେଳେ ଏପର୍ଯ୍ୟନ୍ତ ୧୩ …

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ: ପ୍ରଥମ ଟି୨୦ରେ ଭାରତର ସହଜ ବିଜୟ

ନୂଆଦିଲ୍ଲୀ: ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ୩ ମ୍ୟାଚ୍ ବିଶିଷ୍ଟ  ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଟିମ୍ ଆଫଗାନିସ୍ତାନକୁ ସହଜରେ ପରାସ୍ତ କରି ସିରିଜ୍‌ରେ ୧-୦ରେ ଆଗୁଆ ହୋଇଛି । ୧୫୭ ରନ୍‌ର ଲକ୍ଷ୍ୟକୁ ପିଛା କରି ଭାରତ ପକ୍ଷରୁ ଓପନର୍ ଅଭିଷେକ ଶର୍ମା ମାତ୍ର ୩୨…

AI ଉପରେ ଟ୍ରମ୍ପଙ୍କ ସ୍ପଷ୍ଟୀକରଣ, କୌଣସି ପରିସ୍ଥିତିରେ ଚୀନକୁ…

ନୂଆଦିଲ୍ଲୀ: କୃତ୍ରିମ ବୁଦ୍ଧିମତ୍ତା (AI) ରେ ନିୟନ୍ତ୍ରଣ ପାଇଁ ଦାବି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ କହିଛନ୍ତି ଯେ ଆମେରିକା AI କ୍ଷେତ୍ରରେ ଚୀନ୍ ଠାରୁ ଆଗରେ ଅଛି ଏବଂ ଏହି ନେତୃତ୍ୱକୁ ବଜାୟ ରଖିବାକୁ ଚାହେଁ। ଆମେରିକାକୁ ବିଶ୍ୱର ସବୁଠାରୁ ଉନ୍ନତ ଦେଶ ମଧ୍ୟରୁ…

କ୍ଷମା କରିଦେବି, କିନ୍ତୁ ଭୁଲିବି ନାହିଁ: ସ୍ମୃତି ମାନ୍ଧାନା

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ୍ ଟିମ୍‌ର ଷ୍ଟାର୍ ବ୍ୟାଟର ଏବଂ ଉପ-ଅଧିନାୟିକା ସ୍ମୃତି ମାନ୍ଧାନା ନିଜ ଜୀବନର କଠିନ ସମୟ ଓ ବ୍ୟକ୍ତିଗତ ସ୍ୱଭାବକୁ ନେଇ ଏକ ସାକ୍ଷାତକାରରେ କହିଛନ୍ତି ।  ଜୀବନର ସବୁଠାରୁ କଷ୍ଟକର ରାତି ବିଷୟରେ ପଚରାଯିବାରୁ ସେ ବ୍ୟକ୍ତିଗତ ଜୀବନ ଅପେକ୍ଷା କ୍ରିକେଟ୍…

ଏମଆଇଟି ଗବେଷକଙ୍କୁ ବଡ ସଫଳତା: ପରିସ୍କାର ପାଣି ପାଇଁ ଗଛ ଛାଲରୁ ପ୍ରସ୍ତୁତ ହୋଇଛି ଫିଲ୍ଟର

ନୂଆଦିଲ୍ଲୀ: ଏମଆଇଟି ଗବେଷକଙ୍କୁ ଏକ ବଡ ସଫଳତା ମିଳିଛି । ସହଜ ଓ ସୁବିଧାରେ କିପରି ଶୁଦ୍ଧ ପାନୀୟ ଜଳ ମିଳିପାରିବ ସେ ନେଇ ସେମାନେ ଗବେଷଣା କରିଥିଲେ । ଗଛର ଛାଲକୁ ଫିଲ୍ଟର ଭାବେ ବ୍ୟବହାର କରି ବିଶୁଦ୍ଧ ପାନୀୟ ଜଳ ବାହାର କରିବାରେ ସେମାନେ ସଫଳ ହୋଇଛନ୍ତି । ଆମେରିକାର ମାସାଚୁସେଟ୍ସ…