Latest Odisha News

BREAKING NEWS

ବଜେଟରେ ସ୍ବାସ୍ଥ୍ୟସେବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ, ୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ

ଭୁବନେଶ୍ୱର: ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ ଦେଇଛନ୍ତି ।…

ରାଜ୍ୟ ବଜେଟ୍ ୨୦୨୬-୨୭; ରାଜ୍ୟରେ ଖୋଲିବ ଆଉ ୪ ନୂଆ ବିଶ୍ବ ବିଦ୍ୟାଳୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ଏହି ଅବସରରେ…

ରାଜ୍ୟ ବଜେଟ୍ ୨୦୨୬-୨୭ : ୧୫ଶହ ଏକରରେ ହେବ “ଶାମୁକା ପ୍ରକଳ୍ପ”

ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ତେବେ ମୋହନ ମାଝୀ ରାଜ୍ୟ…

ବଜେଟ୍‌ରେ ମୁଖ୍ୟମନ୍ତ୍ରୀଙ୍କ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା: ବିଏ ପାସ୍ କଲେ ଝିଅଙ୍କୁ ମିଳିବ ଏତିକି ଟଙ୍କା…

ଭୁବନେଶ୍ଵର: ଆସିଲା ରାଜ୍ୟ ବଜେଟ୍ ୨୦୨୬-୨୭ । ବିଧାନସଭାରେ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଚଳିତବର୍ଷ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରାଯାଉଛି । ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ, ସରକାରୀ କଲେଜ…

୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପିତ, ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ମୋଟ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ବଜେଟ୍‌ ରେ…

ଫେବ୍ରୁଆରୀ ୨୭ରେ ଭଦ୍ରକରେ ୨୪ ଘଣ୍ଟିଆ ରେଳ ରୋକ ଡାକରା

ଭଦ୍ରକ: ଅସନ୍ତା ଫେବ୍ରୁଆରୀ ୨୭ରେ ପୀରହାଟଠାରେ ଭଦ୍ରକ ଧାମରା ରେଳପଥରେ ୨୪ ଘଣ୍ଟିଆ ରେଳରୋକ କରାଯିବ । ଧାମରା ପୋର୍ଟ ଦ୍ଵାରା କୋଇଲା ପରିବହନରେ ଜିଲ୍ଲାର ମୂଳ ଅଧିବାସୀଙ୍କୁ ବଞ୍ଚିତ କରାଯାଉଛି । ଏହାକୁ ବିରୋଧ କରି ଆସନ୍ତା ଫେବ୍ରୁଆରୀ ୨୭ରେ ୨୪ ଘଣ୍ଟିଆ ରେଳ ରୋକ୍ ଡାକରା ଦିଆଯାଇଛି ।…

ଭ୍ୟୁୟର୍ସଶିପ ରେକର୍ଡ ଭାଙ୍ଗିଲା ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ଭାରତ-ପାକିସ୍ତାନ ହାଇ ଭୋଲଟେଜ ମୁକାବିଲା ଭ୍ୟୁୟର୍ସଶିପର ସମସ୍ତ ରେକର୍ଡ ଭଙ୍ଗ କରିଛି । ଡିଜିଟାଲ ପ୍ଲାଟଫର୍ମରେ ଏହି ମ୍ୟାଚକୁ ୧୬.୩ କୋଟି ଲୋକ ଲେଖିଛନ୍ତି । ଟି୨୦ ଫର୍ମାଟରେ ଏତେ ସଂଖ୍ୟକ ଦର୍ଶକ ପୂର୍ବରୁ ମ୍ୟାଚ ଉପଭୋଗ କରି ନ ଥିଲେ ।…

Thunderstorm Alert To Odisha: ଓଡ଼ିଶାରେ ପ୍ରବଳ ବର୍ଷିବ! ଆସୁଛି ଆଉ ଏକ ଲଘୁଚାପ…

ଭୁବନେଶ୍ଵର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି, ଯାହା ଫଳରେ ଫେବୃଆରୀ ୨୩ ଏବଂ ୨୪ ତାରିଖରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ବର୍ଷାର ସମ୍ଭାବନା ରହିଛି। ଏନେଇ ସତର୍କ କରାଇଛି ପାଣିପାଗ ବିଭାଗ। ଭାରତୀୟ ପାଣିପାଗ ବିଭାଗ…

Firecracker Explosion: କଟକ ବାଣ ବିସ୍ଫୋରଣ ଘଟଣା; ୨ ମହିଳା ଏବଂ ଜଣେ ଶିଶୁ କନ୍ୟା ମୃତ

କଟକ: କଟକରେ ବାଣ ବିସ୍ପୋରଣ ଘଟଣା । ଏଥିରେ ୩ ଜଣଙ୍କର ମୃତୁ ହୋଇଛି । ଜଗତପୁର ଥାନା ଅନ୍ତର୍ଗତ ମହାଜନପୁରରେ ବାଣ ଭିଡୁଥିବା ବେଳେ ଏହି ବିସ୍ଫୋରଣ ହୋଇଥିଲା । ଚିକିତ୍ସାଧିନ ଅବସ୍ଥାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ, ଗୁରୁବାର…

Handibhanga Jata: ୧୧ ବର୍ଷ ପରେ ପୁଣି ପାଳନ ହେବ ହାଣ୍ଡିଭଙ୍ଗା ଯାତ…

ଭୁବନେଶ୍ୱର: ଦୀର୍ଘ ୧୧ ବର୍ଷ ପରେ ପୁଣି ଅନୁଷ୍ଠିତ ହେବ ହାଣ୍ଡିଭଙ୍ଗା ଯାତ । ଏହାକୁ ସ୍ବଭାବିକ କରିବାକୁ କପିଳେଶ୍ୱରଙ୍କ ସେବାୟତମାନେ ସମ୍ମିଳିତ ଭାବେ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର ଉତ୍କଣ୍ଠା । ଏନେଇ ଗୁରୁବାର ସ୍ୱତନ୍ତ୍ର…