ଟ୍ରମ୍ପଙ୍କ ‘ଷଡ଼ଯନ୍ତ୍ର’ ଅଭିଯୋଗକୁ ଖଣ୍ଡନ କଲା କ୍ରେମଲିନ: ଆମେରିକା ବିରୁଦ୍ଧରେ କୌଣସି ଯୋଜନା ନାହିଁ
ବେଜିଂ: ରୁଷର କ୍ରେମଲିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଭିଯୋଗକୁ ଖଣ୍ଡନ କରିଛି। ଟ୍ରମ୍ପ ଦାବି କରିଥିଲେ ଯେ ରୁଷ, ଚୀନ ଓ ଉତ୍ତର କୋରିଆ ଆମେରିକା ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। କ୍ରେମଲିନ କହିଛି, ଏପରି କୌଣସି ଯୋଜନା ନାହିଁ।
ଚୀନରେ ବିଜୟ ଦିବସ ପରେଡରେ ୨୦ରୁ ଅଧିକ…