ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ, ଏକକାଳୀନ ୮ଟି ସ୍ଥାନରେ ଚଢଉ
ଭୁବନେଶ୍ୱର: ରାୟଗଡା ଓ କୋରାପୁଟ ଜଳ ବିଭାଜିକା ମିଶନର ପୂର୍ବତନ ପିଡି ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍। ବର୍ତ୍ତମାନ ସେ ଓଡିଶାର ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶର ଯୁଗ୍ମ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ। ତେବେ ଦୟାନିଧିଙ୍କର ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ…