ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ; ୩ ଦିନରେ ୫.୧୮ କୋଟିର ବେଆଇନ ମାଦକ ଦ୍ରବ୍ୟ ଜବତ
ଭୁବନେଶ୍ୱର: ଡିସେମ୍ବର ୨୦ ତାରିଖରେ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ଚଢ଼ାଉ ଅଭିଯାନରେ ଅବକାରୀ ବିଭାଗ ୫୮୧ଟି ମାମଲା ରୁଜୁ କରିବା ସହ ୫.୧୮ କୋଟି ଟଙ୍କାର ବେଆଇନ ମାଦକ ଦ୍ରବ୍ୟ ଓ ସାମଗ୍ରୀ ଜବତ କରିଛି।
ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଏହି ତିନି ଦିନିଆ ଅଭିଯାନରେ ୨୦୦ ଜଣଙ୍କୁ…