Boost Vocational Education:ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷା ହେବ ସୁଦୃଢ଼; ଓସେପା ଓ OUAT ମଧ୍ୟରେ ବୁଝାମଣାପତ୍ର…
ଭୁବନେଶ୍ୱର: ଓଡ଼ିଶା ବିଦ୍ୟାଳୟ ଶିକ୍ଷା କର୍ଯ୍ୟକରଣ ପ୍ରାଧିକରଣ (OSEPA) ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (OUAT) ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ…