Latest Odisha News

BREAKING NEWS

ପୁରୀ ଅଘଟଣ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଦୁଃଖ ପ୍ରକାଶ, ମନ୍ତ୍ରୀ ମାନିଲେ ଅବହେଳା

ପୁରୀ: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣା । ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି। ସେହିପରି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏକ୍ସରେ ପୋଷ୍ଟ କରି କହିଛନ୍ତି ଏହି ଘଟଣା ପରେ ମୁଁ ଅତ୍ୟନ୍ତ ମର୍ମାହତ, ମହାପ୍ରଭୁ ନିକଟରେ ପରଲୋକଗତ ଆତ୍ମାର ସଦଗତି…

ରାଜଧାନୀରେ କାୟା ବିସ୍ତାର କରୁଛି ଡେଙ୍ଗୁ: ୧୦୦ ମୁହାଁ ରୋଗୀ ସଂଖ୍ୟା

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ଷା ଆରମ୍ଭ ହେଉଛି, ତେଣୁ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ୧୦୦ ଛୁଇଁଲାଣି। କେବଳ ଜୁନ୍‌ ମାସରେ ବହୁସଂଖ୍ୟକ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ଷ ଆରମ୍ଭରୁ ସଂଖ୍ୟା ବଢ଼ିଲାଣି । ଆଗକୁ…

ପୁଣି ଟ୍ରମ୍ପଙ୍କ ବିଧେୟକକୁ ନେଇ ଅସନ୍ତୋଷ ଝାଡିଲେ ମସ୍କ: କହିଲେ, ‘ପାଗଳାମିରେ ଭରା ବିନାଶକାରୀ ନିଷ୍ପତ୍ତି’

ନୂଆଦିଲ୍ଲ: ପୁଣି ରାଷ୍ଟ୍ରପତି ଟ୍ରମ୍ପଙ୍କ ବିଗ୍ ବିୟୁଟିଫିଲ୍ ବିଲକୁ ନେଇ ବିରକ୍ତି ପ୍ରକାଶ କରିଛନ୍ତି ଆମେରିକା ଟେକ୍ ଏଲନ୍ ମସ୍କ । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା କର ଛାଡ଼, ଖର୍ଚ୍ଚ ହ୍ରାସ ଏବଂ ନିର୍ବାସନ ପାଣ୍ଠି ବୃଦ୍ଧି ସମ୍ପର୍କରେ ଆଗତ ବିଲ୍ ପରେ ଆମେରିକୀୟ ସଂସଦର ଉଚ୍ଚ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆଗକୁ ବଡ ବର୍ଷା, ଆଲର୍ଟ ଜାରି…..

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ନୂତନ ଲଘୁଚାପ । ଆଜି ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ…

ଭୂମିକମ୍ପ ଏବଂ ବର୍ଷାର ତାଣ୍ଡବରେ ଅସ୍ଥିର ପାକିସ୍ତାନ: ତ୍ରାହି ତ୍ରାହି ଡାକୁଛି….

ନୂଆଦିଲ୍ଲୀ: ଏବେ ପାକିସ୍ତାନ ଭିତରେ ଅସ୍ଥିରତା ଜାରି ରହିଛି । ଦେଶ ଭିତରେ ବିଦ୍ରୋହ, ଲଗାତାର ଭୂମିକମ୍ପ ଆଉ ଏବେ ବର୍ଷାର ତାଣ୍ଡବ ପାକିସ୍ତାନକୁ ବେହାଲ କରିଛି । ପୂର୍ବରୁ ଅସୁବିଧା ସହ ଯୁଝି ହେଉଥିବା ପାକିସ୍ତାନ ଏବେ ପ୍ରକୃତିର ତାଣ୍ଡବରେ ଅସ୍ଥିର ହୋଇଉଠିଛି । ଆଜି ସକାଳୁ ସକାଳୁ ପୁଣି…

ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ନିଯୁକ୍ତ ହେବେ ‘ଶିଶୁ ସେବିକା’

ଭୁବନେଶ୍ୱର: ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା…

ପୁରୀ ଅଘଟଣରେ ୩ ଜଣଙ୍କ ମୃତ୍ୟୁ ନେଇ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା

ଭୁବନେଶ୍ବର: ପୁରୀ ଶରଧାବାଲିରେ ୩ ଜଣଙ୍କ ମୃତ୍ୟୁ ନେଇ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଦଳାଚକଟାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସେ ସମବେଦନା ଜଣାଇବା ସହିତ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।…

କାହିଁକି ଘଟିଲା ଶରଧାବାଲିରେ ଦଳଚକଟା ଅଘଟଣ: ପ୍ରତ୍ୟେକ୍ଷଦର୍ଶୀ କହିଲେ ସତ…

ପୁରୀ: ଆଜି ବଡି ଭୋର୍ ସକାଳୁ ଶରଧାବାଲିରେ ରଥ ସମ୍ମୁଖରେ ବଡ ଅଘଟଣ ଘଟିଛି । ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଠେଲାପେଲାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ତେବେ କାହିଁକି ଏପରି ଅଘଟଣ ଘଟିଲା? ସୁରକ୍ଷା ବ୍ୟବସ୍ଥାରେ ଏତେ ପୋଲିସ୍ ନିୟୋଜିତ ହେଲା…

ପୁରୀ ଅଘଟଣ ନେଇ ସ୍ପଷ୍ଟ କଲେ ଜିଲ୍ଲାପାଳ; ସେପଟେ, ସ୍ଥିତି ଅନୁଧ୍ୟାନ କଲେ ଡିଜିପି

ପୁରୀ: ପୁରୀ ଶରଧାବାଲିରେ ୩ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସ୍ଥିତି ଅନୁଧ୍ୟାନ କଲେ ପୋଲିସ ମହାନିର୍ଦ୍ଦେଶକ । ଘଟଣାସ୍ଥଳରେ ପ୍ରମୁଖ ଅଧିକାରୀଙ୍କ ସହ ସ୍ଥିତିର ଅନୁଧ୍ୟାନ କଲେ ଡିଜିପି ୱାଇ ବି ଖୁରାନିଆ । ପୋଲିସର ନିର୍ଦ୍ଦେଶ ସମସ୍ତେ ମାନନ୍ତୁ ବୋଲି କହିଲେ ଡିଜିପି । ଭକ୍ତ ମୋବାଇଲ୍‌ରେ ଫଟୋ…