ଜାପାନ ଇତିହାସରେ ପ୍ରଥମ, ପ୍ରଧାନମନ୍ତ୍ରୀ ହୋଇପାରନ୍ତି ଜଣେ ମହିଳା
ଟୋକିଓ: ଜାପାନ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଜାପାନର ଶାସକ ଲିବରାଲ ଡେମୋକ୍ରାଟିକ୍ ପାର୍ଟି (LDP) ସାନାଏ ତାକାଇଚିଙ୍କୁ ନୂତନ ନେତା ଭାବରେ ମନୋନୀତ କରିଛି। ଯାହା ଫଳରେ ସେ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ଆଶା କରାଯାଉଛି।
ଏପରିକି ଦେଶର…