ଭୟଙ୍କର ଦୁର୍ଘଟଣା: ଭାରସାମ୍ୟ ହରାଇ ଗଛକୁ ପିଟିହେଲା କାର୍; ଜଣେ ମୃତ, ୫ ଗୁରୁତର
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ ଭୁବନେଶ୍ଵରକୁ ସଂଯୋଗ କରୁଥିବା ୨୬ ନଂ ରାଜ୍ୟ ରାଜପଥର ଦେହେଲି ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର୍ ରାସ୍ତାକଡ଼ରେ ଥିବା ଗଛରେ ପିଟି ହୋଇଛି। ଯାହାଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର…