ସ୍ବାମୀଙ୍କୁ ନିଃସର୍ତ୍ତ ମୁକ୍ତି ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକଙ୍କ ପତ୍ନୀ
ଲଦାଖ: ଲଦାଖର ପରିବେଶ କର୍ମୀ ତଥା ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଗିରଫଦାରି ପରେ ପତ୍ନୀ ଗୀତାଞ୍ଜଳି ଆଙ୍ଗମୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ଚିଠି ଲେଖି ସ୍ୱାମୀଙ୍କ ନିଃସର୍ତ୍ତ ମୁକ୍ତି ଦାବି କରିଛନ୍ତି।
ଗୀତାଞ୍ଜଳି ରାଷ୍ଟ୍ରପତିଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…