ପରାଜୟ ସମ୍ଭାଳି ପାରିଲାନି ପାକ, ରାଗିକି ଚେକ୍ ଫୋପାଡ଼ିଦେଲେ କ୍ୟାପଟେନ…
ନୂଆଦିଲ୍ଲୀ: ଏସିଆ କପ୍ ୨୦୨୫ରେ ଟାଇଟଲ ଜିତି ଟିମ୍ ଇଣ୍ଡିଆ ନବମ ଥର ପାଇଁ ବିଜେତା ହୋଇଛି। ତେବେ ଫାଇନା ରେ ଇଣ୍ଡିଆ ସହ ପାକିସ୍ତାନର ମୁକାବିଲା ହୋଇଥିଲା। ଯେଉଁଥିରେ ପାକିସ୍ତାନ ହାରର ସାମ୍ନା କରିଥିଲା।
ତେବେ ପରାଜୟକୁ ସହଜରେ ଗ୍ରହଣ କରି ନପାରି ପାକିସ୍ତାନ ଅଧିନାୟକ ସଲମାନ ଆଗା…