Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଅବକାରୀ ଅଧୀକ୍ଷକ, ଗାଡ଼ିରୁ ୫ ଲକ୍ଷ ଜବତ 

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର ଲାଞ୍ଚ ଅର୍ଥ ସଂଗ୍ରହ କରିଥିବା ନେଇ ଖବର ପାଇ…

Guangzhou-Delhi Flights: ମୋଦି-ଜିନପିଙ୍ଗଙ୍କ ବୈଠକ ପୂର୍ବରୁ ବଡ଼ ଘୋଷଣା, ୬ ବର୍ଷ ପରେ ପୁଣି ଉଡିବ…

ନୂଆଦିଲ୍ଲୀ: ବ୍ରିକ୍ସ ସମ୍ମିଳନୀ ପାଇଁ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଶନିବାର ଭାରତରେ ପହଞ୍ଚୁଥିବା ବେଳେ ଦୁଇ ଦେଶ ମଧ୍ୟରେ ବିମାନ ଯୋଗାଯୋଗକୁ ନେଇ ଆସିଛି ବଡ଼ ଖବର। ଚାଇନା ସାଉଦର୍ଣ୍ଣ ଏୟାରଲାଇନ୍ସ ୬ ବର୍ଷ ପରେ ଗ୍ୱାଙ୍ଗଝୁ-ନୂଆଦିଲ୍ଲୀ ରୁଟ୍‌ରେ ପୁଣିଥରେ ନିୟମିତ ଯାତ୍ରୀବାହୀ ବିମାନ…

Modi-Pezeshkian Hand-In-Hand: ପେଜେଶ୍କିଆନଙ୍କ ହାତକୁ ଏମିତି ଜାବୁଡି ଧରିଲେ ମୋଦି, ଗୋଟିଏ ଫଟୋରେ ବଡ ବାର୍ତ୍ତା…

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଶୁକ୍ରବାର ଅନୁଷ୍ଠିତ ବ୍ରିକ୍ସ ବ୍ୟବସାୟ ସମ୍ମିଳନୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ କ୍ୟାମେରାରେ କଏଦ ହୋଇଛି। ତେବେ ଏସବୁ ମଧ୍ୟରୁ ଗୋଟିଏ ଫଟୋ ଏବେ ବେଶ୍ ଚର୍ଚ୍ଚାରେ। ଫଟୋରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇରାନର ରାଷ୍ଟ୍ରପତି ମସୁଦ ପେଜେଶ୍କିଆନଙ୍କ ହାତ…

ଏସୀୟ କ୍ରୀଡ଼ା ପୂର୍ବରୁ ବଡ଼ ଖବର: ଦଳରୁ ବାଦ୍ ପଡ଼ିଲେ ଦିବ୍ୟାଂଶୀ ଚୌଧୁରୀ; ସୋସିଆଲ୍ ମିଡିଆରେ କାନ୍ଦି କାନ୍ଦି ଦେଲେ…

ରାଜସ୍ଥାନ: ବାପା-ମାଆ ମୋତେ କ୍ଷମା କରିଦିଅ...ମୁଁ ଜୀବନ ହାରିବାକୁ ଯାଉଛି । ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିବା ପରେ ଭାବବିହ୍ବଳ ହେଲେ ଭାରତୀୟ ଖେଳାଳି, କହିଲେ- ‘ଏହା ମୋର ଶେଷ ଭିଡିଓ’ । ଏସୀୟ କ୍ରୀଡ଼ା ପାଇଁ ଦଳ ଚୟନକୁ ନେଇ ପୁଣି ଥରେ ବଡ଼ ବିବାଦ ସାମ୍ନାକୁ ଆସିଛି। ରାଜସ୍ଥାନର ଉଦୀୟମାନ…

ପ୍ରବଳ ବର୍ଷା ଆଶଙ୍କା; ମାଲକାନଗିରିରେ ଆଜି ସବୁ ସ୍କୁଲ ଓ ଅଙ୍ଗନବାଡି ଛୁଟି

ଭୁବନେଶ୍ୱର: ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲା ପ୍ରଶାସନ ଆଜି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଛୁଟି ଘୋଷଣା କରିଛି। ସୂଚନା ଅନୁଯାୟୀ, ଜିଲ୍ଲା ପ୍ରଶାସନ ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ ସ୍ତର ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ପାଇଁ ଆଜି ଛୁଟି…

ଲଗାଣ ବର୍ଷାରେ ବେହାଲ ମାଲକାନଗିରି; ଯୋଗାଯୋଗ ବିଛିନ୍ନ 

ମାଲକାନଗିରି: ମାଲକାନଗିରିରେ ଲଗାଣ ବର୍ଷା ଯୋଗୁଁ ଅନେକ ପୋଲଗୁଡ଼ିକ ଜଳମଗ୍ନ ହୋଇପଡ଼ିଛି। ଫଳସ୍ୱରୂପ ଜାତୀୟ ରାଜପଥ-୩୨୬ରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯିବା ସହ ଶହ ଶହ ଗାଡ଼ି ଅଟକି ରହିଛି। ସୂଚନା ଅନୁଯାୟୀ, ଏହି ଲଗାଣ ବର୍ଷା ମାଲକାନଗିରି ଜିଲ୍ଲାର ପରିବହନ ବ୍ୟବସ୍ଥାକୁ…

ରଥଯାତ୍ରା ୨୦୨୬: ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ପାଇଁ ଟିପିସିଓଡିଏଲକୁ ‘ରଥସେବା ସମ୍ମାନ’ ପ୍ରଦାନ

ଭୁବନେଶ୍ବର: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ) ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୬ ସମୟରେ ନିରବଚ୍ଛିନ୍ନ, ଭରସାଯୋଗ୍ୟ ଏବଂ ନିରାପଦ ବିଦ୍ୟୁତ୍ ସରବରାହ ସୁନିଶ୍ଚିତ କରିଥିବାରୁ ‘ରଥସେବା…

ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୬.୨

ନୂଆଦିଲ୍ଲୀ: ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ (GFZ) ଅନୁଯାୟୀ, ଶନିବାର ଦିନ ଇଣ୍ଡୋନେସିଆର ଜାଭା ଅଞ୍ଚଳରେ ୬.୨ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଏହା ଏକ ସପ୍ତାହ ମଧ୍ୟରେ ଦ୍ୱିତୀୟ ଭୂକମ୍ପ ବୋଲି କୁହାଯାଉଛି। ଏହି ଭୂକମ୍ପଟି ଭୂପୃଷ୍ଠରୁ ୩୭୬ କିଲୋମିଟର (୨୩୪ ମାଇଲ୍)…

BRICS Summit 2026: ବ୍ରିକ୍ସ ସମ୍ମିଳନୀରେ ବିଶ୍ଵ ନେତା, କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ: ବ୍ରିକ୍ସ ଶିଖର ସମ୍ମିଳନୀ ୨୦୨୬ ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ବିଶ୍ୱର ନେତୃତ୍ୱ ନେଉଥିବା ଦେଶମାନେ ଏଥିରେ ଅଂଶଗ୍ରହଣ କରୁଛନ୍ତି। ଆମେରିକା ଏବଂ ୟୁରୋପ ଏହି ସମ୍ମିଳନୀକୁ ଅତି ଉତ୍ସାହର ସହିତ ଦେଖୁଛନ୍ତି। ଭାରତ ସହିତ, ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚୀନ…

ମୁମ୍ବାଇ କ୍ରିକେଟ୍ ଆସୋସିଏସନର ବଡ଼ ନିଷ୍ପତ୍ତି: ୫୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପାଣ୍ଠି ଗଠନ

ମୁମ୍ବାଇ: ମୁମ୍ବାଇ କ୍ରିକେଟ୍ ଆସୋସିଏସନ୍ ସ୍ଥାନୀୟ ଏବଂ ତୃଣମୂଳ ସ୍ତରରୁ କ୍ରିକେଟର ବିକାଶ ତଥା କ୍ଲବଗୁଡ଼ିକର ଆର୍ଥିକ ସୁଦୃଢ଼ୀକରଣ ପାଇଁ ଏକ ଐତିହାସିକ ନିଷ୍ପତ୍ତି ଗ୍ରହଣ କରିଛି। ଏଥିପାଇଁ ଏମସିଏ ପକ୍ଷରୁ ୫୦୦ କୋଟି ଟଙ୍କାର ଏକ ବିଶାଳ ଅନୁଦାନ ପାଣ୍ଠି ବା କର୍ପସ ଫଣ୍ଡ ଗଠନ କରାଯିବ।…