ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, ଦ୍ବିତୀୟ ଥର ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ
ବାଲେଶ୍ଵର: ବାଲେଶ୍ଵର ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ ଦ୍ବିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ଶନିବାର କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲେଶ୍ୱର ଏସଡିଜେମଙ୍କ କୋର୍ଟରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରାଯାଇଛି ।
ଏହା ପୂର୍ବରୁ ସେପ୍ଟେମ୍ବର…