ନଭେମ୍ବର ୫ରୁ ୧୪ ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବ; ରାଜ୍ୟର ଐତିହ୍ୟ, ପରମ୍ପରା ଓ ଅସ୍ମିତାର ହେବ ସ୍ୱତନ୍ତ୍ର…
ଭୁବନେଶ୍ୱର: ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ଆଜି ଭୁବନେଶ୍ୱରର ଅତିରିକ୍ତ ଜିଲ୍ଲାପାଳ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ୍ ହାଉସ୍ଠାରେ…