MMDR ସଂଶୋଧନ ବିଲ୍କୁ ନେଇ ରାଜନୀତି: ଶାସକ-ବିରୋଧୀ ମଧ୍ୟରେ ବାକ୍ ଯୁଦ୍ଧ
ଭୁବନେଶ୍ୱର: MMDR ସଂଶୋଧନ ଆଇନକୁ ନେଇ ଶାସକ ବିଜେପି ଏବଂ ବିରୋଧୀ ବିଜେଡି ମଧ୍ୟରେ ବାକ୍ ଯୁଦ୍ଧ ଉଗ୍ର ରୂପ ନେଇଛି। ଉଭୟ ପରସ୍ପର ଉପରେ ଆରୋପ ପ୍ରତ୍ୟାରୋପ କରିଛନ୍ତି। ରାଜ୍ୟର ସ୍ୱାର୍ଥ ବିରୁଦ୍ଧରେ କାମ କରିବାର ଅଭିଯୋଗ ମଧ୍ୟ ଉଠିଛି। ସଂସଦରେ MMDR ସଂଶୋଧନ ବିଲ୍ ପାସ୍ ହେବା ପରେ ବିଜେପି…