Bribe Case: ଲାଞ୍ଚ ନେଇ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର ଗିରଫ
ସମ୍ବଲପୁର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର ଗିରଫ। ଲାଞ୍ଚ ମାମଲାରେ ସିବିଆଇ MCL ର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି ଭିଜିଲାନ୍ସ।
ଅଭିଯୋଗକରୀଙ୍କ…