ଏସସିବିରେ ଭର୍ତ୍ତି ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପତ୍ନୀ
ଭୁବନେଶ୍ୱର: କଟକ ଏସସିବିରେ ଭର୍ତ୍ତି ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପତ୍ନୀ ପ୍ରିୟଙ୍କା ମାରାଣ୍ଡି। ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ଏସସିବି ଅଧିକ୍ଷକ।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧର୍ମପତ୍ନୀଙ୍କ ହେବ ଅସ୍ତ୍ରୋପଚାର । କଟକରେ ଏସସିବି…