ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା ନିୟମାନୁମୋଦିତ ନଥିଲା, ଯାହା ଗଣତନ୍ତ୍ର ପ୍ରତି ଅପମାନ: ଶ୍ରୀମୟୀ ମିଶ୍ର
ଭୁବନେଶ୍ୱର: ବିଜେଡ଼ିରୁ ନିଲମ୍ବନ ପରେ ପୁଣି ବର୍ଷିଲେ ଶ୍ରୀମୟୀ ମିଶ୍ର। ସୋସିଆଲ୍ ମିଡ଼ିଆ ପୋଷ୍ଟରେ ଲେଖିଲେ ଗଣତନ୍ତ୍ରର ଅପମାନ। । ଫେସ୍ବୁକ୍ରେ ପୋଷ୍ଟ କରି କହିଲେ,"ଯେତେବେଳେ ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ୍ ଦେଉ, ଆମେ ଏକ ଭୋଟର ଆଇଡି ଏବଂ ଏକ ଏପିକ୍ ନମ୍ବର ଆବଶ୍ୟକ କରୁ ।…