HitAndRun:ବାଇକ୍-ପିକଅପ୍ ମୁହାଁମୁହିଁ;ଜଣେ ମୃତ, ଗୁରୁତର ହସ୍ପିଟାଲରେ ଭର୍ତ୍ତି
ଜୟପୁର:ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କର ଜୀବନ । ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ବାଇକ୍-ପିକଅପ୍ ମୁହାଁମୁହିଁ ଧକ୍କା ହୋଇଥିଲେ । ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…