ବଗିରୁ ବଗି ଅଲଗା ହେଲା ହୀରାଖଣ୍ଡ ଟ୍ରେନ
କୋରାପୁଟ:ହୀରାଖଣ୍ଡ ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିଛି। ଛତିଶଗଡ଼ର ଜଗଦଲପୁରରୁ ଭୁବନେଶ୍ବର ଅଭିମୁଖେ ବାହାରିଥିବା ହୀରାଖଣ୍ଡ ଏକ୍ସପ୍ରେସ୍ ଟ୍ରେନ୍ ଅଘଟଣର ଶିକାର ହୋଇଛି। ବଗିରୁ ବଗି ଅଲଗା ହୋଇଯିବାରୁ ଅଧାରେ ଅଟକି ରହିଥିଲା ଟ୍ରେନ୍ । ଆଜି ଅପରାହ୍ଣ ପ୍ରାୟ ୫ଟାରେ ଜଗଦଲପୁର-ଭୁବନେଶ୍ବର…