ଦାଦା ହେବେ ଟିମ ଇଣ୍ଡିଆର କୋଚ !
ଭାରତୀୟ କ୍ରିକେଟ ଟିମ ଏବେ ଇଂଲଣ୍ଡ ଗସ୍ତରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି । ଅଧିନାୟକ ଶୁଭମନ ଗିଲ ଓ କୋଚ ଗୌତମ ଗମ୍ଭୀରଙ୍କ ପାଇଁ ଏହି ସିରିଜ ବେଶ ଗୁରୁତ୍ୱପୂର୍ଣ୍ଣ । ଏହା ମଧ୍ୟରେ ପୂର୍ବତନ ବିସିସିଆଇ ଅଧ୍ୟକ୍ଷ ଓ ମହାନ କ୍ରିକେଟର ସୌରଭ ଗାଙ୍ଗୁଲି କୋଚ ହେବା ନେଇ ଆଗ୍ରହ ପ୍ରକାଶ…