Latest Odisha News

BREAKING NEWS

ଶୋଚନୀୟ ସ୍ଥିତିରେ ପାକିସ୍ତାନ; ହୋଟେଲ ବିଲ୍ ପାଇଁ ବିଦେଶରେ ବାସନ ମାଜିଲେ ଖେଳାଳି

ନୂଆଦିଲ୍ଲୀ: ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅହମ୍ମଦ ବଟ୍ ନିକଟରେ FIH ପ୍ରୋ ଲିଗ୍ ପାଇଁ ଅଷ୍ଟ୍ରେଲିଆ ଯାଇଥିଲେ। କିନ୍ତୁ ଲାହୋର ଫେରିବା ପରେ ସେ ନିଜର ଅସନ୍ତୋଷ ପ୍ରକାଶ କରି ପାକିସ୍ତାନ ହକି ଫେଡେରେସନ (PHF) ବିରୋଧରେ ଅଭିଯୋଗ ଆଣିଛନ୍ତି। ତେବେ ଖେଳାଳିମାନଙ୍କୁ ରୋଷେଇ ଘର ସଫା…

ମୁଁ ଭାରତ କେବେ ଫେରିବି କହିହେବ ନାହିଁ: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା

ନୂଆଦିଲ୍ଲୀ: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ଅର୍ଥନୈତିକ ଅପରାଧୀ ଆଇନ ୨୦୧୮ (FEO ଆଇନ)ର ବୈଧତାକୁ ଚ୍ୟାଲେଞ୍ଜ କରି ବୁଧବାର ବମ୍ବେ ହାଇକୋର୍ଟକୁ କହିଛନ୍ତି ଯେ ସେ ୟୁନାଇଟେଡ୍ କିଙ୍ଗଡମ୍ ରୁ କେବେ ଭାରତ ଫେରିବେ ସେନେଇ କୌଣସି ନିର୍ଦ୍ଦିଷ୍ଟ ତାରିଖ ଦେଇପାରିବେ ନାହିଁ। ମୁଖ୍ୟ ବିଚାରପତି…

ଟାଟା ସହଭାଗିତାରେ ‘ସେଣ୍ଟର ଅଫ୍ ଏକ୍ସିଲେନ୍ସ’ ଭାବେ ଉନ୍ନିତ ହେବ ୨୨ଟି ସରକାରୀ ITI

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଶିଳ୍ପ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଆଜି ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ ହୋଇଛି। ଏହା ରାଜ୍ୟର ଦକ୍ଷତା ଇକୋସିଷ୍ଟମର ରୂପାନ୍ତରଣ କରିବା ସହ ଶିଳ୍ପ…

ଟି୨୦ ବିଶ୍ୱକପରେ ଅଭିଷେକଙ୍କ ଅଲୋଡା ବିଶ୍ୱରେକର୍ଡ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପରେ ଭାରତର ବିସ୍ଫୋରକ ଓପନର ଅଭିଷେକ ଶର୍ମା ଏକ ଅଲୋଡା ବିଶ୍ୱରେକର୍ଡ କରିଛନ୍ତି । ସେ ଚଳିତ ବିଶ୍ୱକପରେ କ୍ରମାଗତ ତୃତୀୟ ଥର ପାଇଁ ଶୂନରେ ଆଉଟ ହୋଇଛନ୍ତି । ସେ ପ୍ରଥମ ଖେଳାଳି ଭାବେ ଏହି ଅଲୋଡା ରେକର୍ଡ କରିଛନ୍ତି । ସେ ଆମେରିକା ପରେ ପାକିସ୍ତାନ ଏବଂ ନେଦରଲାଣ୍ଡ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ଓଡ଼ିଆ ଶ୍ରମିକ, ଉଦ୍ଧାର ପାଇଁ କଲେ ଗୁହାରି

ଭୁବନେଶ୍ବର: ଥାଇଲ୍ୟାଣ୍ଡରେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ଏବଂ ଭଦ୍ରକ ଜିଲ୍ଲାର ଚାନ୍ଦବାଲିର ଛଅ ଜଣ ଶ୍ରମିକ ଫସି ରହିଛନ୍ତି। ଆଉ ଏବେ ସେମାନଙ୍କୁ ସୁରକ୍ଷିତ ଭାବରେ ଓଡ଼ିଶା ଫେରାଇ ଆଣିବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି। ଏକ ପ୍ଲାଏଉଡ୍ କାରଖାନାରେ ପ୍ରତ୍ୟେକଙ୍କୁ ୨୫,୦୦୦…

Cuttack Firing:କଟକରେ ଗୁଳିକାଣ୍ଡ;ଯୁବକ ମୃତ, ଛାତିରେ ବାଜିଥିଲା ଗୁଳି

କଟକ:ଗୁଳିମାଡ଼ରେ ଯୁବକଙ୍କ ମୃତ୍ୟୁ ଘଟିଛି । ମଧୁପାଟଣା ଥାନା ଅଞ୍ଚଳରେ ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି । ମୃତ ଯୁବକ ସୌମ୍ୟରଂଜନ ଜେନା (୩୪)। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଗୁଳିମାଡର କାରଣ ଅସ୍ପଷ୍ଟ ରହିଛି। ସେ ଭଲ କ୍ରିକେଟ ଖେଳନ୍ତି।…

ପ୍ରଥମ ଥର ପାଇଁ ରଣଜୀ ଟ୍ରଫି ଫାଇନାଲରେ ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ: ରଣଜୀ ଟ୍ରଫି କ୍ରିକେଟରେ ଜମ୍ମୁ-କଶ୍ମୀର ଟିମ ନୂଆ ଅଧ୍ୟାୟ ସୃଷ୍ଟି କରିଛି । ପ୍ରଥମ ଥର ପାଇଁ ଦଳ ରଣଜୀ ଟ୍ରଫି ଫାଇନାଲରେ ପ୍ରବେଶ କରିଛି । ବେଙ୍ଗଲ ବିପକ୍ଷ ସେମିଫାଇନାଲରେ ଜମ୍ମୁ-କଶ୍ମୀର ଚମକପ୍ରଦ ବିଜୟ ହାସଲ କରି ଏହି ସଫଳତା ହାସଲ କରିଛି । ପ୍ରଥମେ ବ୍ୟାଟିଂ କରି ବେଙ୍ଗଲ…

କୁନୋରେ ବଢିଲା ଚିତା ସଂଖ୍ୟା; ଗାମିନୀର ୩ ଶାବକ ଜନ୍ମ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରୁ ଏକ ବଡ଼ ଖବର ଆସିଛି। ଚିତା ଗାମିନୀ ତିନୋଟି ଶାବକଙ୍କୁ ଜନ୍ମ ଦେଇଛନ୍ତି। ଏହାକୁ ମିଶାଇ ଭାରତରେ ମୋଟ ଚିତା ସଂଖ୍ୟା ୩୮କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ବୁଧବାର ଘୋଷଣା କରିଛନ୍ତି। ଦକ୍ଷିଣ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଟାଟା ଷ୍ଟିଲ୍ ଫାଉଣ୍ଡେସନର ‘ଅରୁଣିମା-୨୦୨୬’ କାର୍ଯ୍ୟକ୍ରମ

ବ୍ରହ୍ମପୁର: ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ (ଟିଏସ୍‌‌ଏଫ୍‌‌) ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ‘ଅରୁଣିମା-୨୦୨୬’ କନକ୍ଲେଭର ୮ମ ସଂସ୍କରଣରେ ଆର୍ଥିକ ଅନଗ୍ରସର ଅନୁସୂଚିତ ଜାତିର ୬୩୩ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ‘ଜ୍ୟୋତି ଫେଲୋସିପ୍‌‌’ ପ୍ରଦାନ କରାଯାଇଛି।…

ଟି୨୦ ବିଶ୍ୱକପ: ସେମିଫାଇନାଲରେ ଭେଟ ହୋଇ ପାରନ୍ତି ଭାରତ-ପାକିସ୍ତାନ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟରେ ନାମ୍ବିଆକୁ ହରାଇ ପାକିସ୍ତାନ ସୁପର ଏଇଟରେ ପ୍ରବେଶ କରିଛି । ଏଥିସହ ସୁପର ଏଇଟ ଲାଇନଅପ ଚୂଡାନ୍ତ ହୋଇଛି । ଗ୍ରୁପ ୧ରେ ଭାରତ, ଜିମ୍ବାୱେ, ୱେଷ୍ଟଇଣ୍ଡିଜ ଓ ଦକ୍ଷିଣ ଆଫ୍ରିକା ରହିଥିବା ବେଳେ ଗ୍ରୁପ ୨ରେ ପାକିସ୍ତାନ, ନ୍ୟୁଜିଲାଣ୍ଡ, ଇଂଲଣ୍ଡ ଓ…