ସୁଭଦ୍ରା ୩ୟ କିସ୍ତିରୁ ବାଦ୍ ପଡିଛନ୍ତି ୩ ଲକ୍ଷ ୯୯ହଜାରରୁ ଉର୍ଦ୍ଧ୍ବ ହିତାଧିକାରୀ: ମନ୍ତ୍ରୀ
ଭୁବନେଶ୍ବର: ସୁଭଦ୍ରାର ୩ୟ କିସ୍ତିରୁ ବାଦ ପଡିଛନ୍ତି ୩ଲକ୍ଷ ୯୯ହଜାର ୩୫୨ଜଣ ହିତାଧିକାରୀ । ୨ୟ କିସ୍ତିରୁ ୧ଲକ୍ଷ ୮୩ହଜାର ୭୮୫ଜଣ ବାଦ ପଡିଥିବା ବେଳେ ସୁଭଦ୍ରାର ପ୍ରଥମ କିସ୍ତିରେ ୧କୋଟି ୮୦ହଜାର ୯୨ଜଣ ପାଇଛନ୍ତି । ୨ୟ କିସ୍ତିରେ ୧କୋଟି ୯୬ହଜାର ୩୦୭ ଜଣ ପାଇଛନ୍ତି । ୩ୟ କିସ୍ତି ପାଇଛନ୍ତି…