ଭୁବନେଶ୍ୱରରେ ଖଣ୍ଡା ଆକ୍ରମଣ ଘଟଣା; ନାବାଳକ ସମେତ ୪ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱରର ତମାଣ୍ଡୋ ଥାନା ଅଧୀନରେ ଥିବା ପାତ୍ରପଡ଼ାର ଏକ କାଫେ ବାହାରେ ସୋମବାର ବିଳମ୍ବିତ ରାତିରେ ଘଟିଥିବା ହିଂସା ଘଟଣାରେ ପୋଲିସ ଚାରି ଜଣଙ୍କୁ ଗିରଫ କରିବା ସହ ଅନ୍ୟ ତିନି ଜଣଙ୍କୁ ଅଟକ ରଖିଛି।
ତେବେ ଏହି ଆକ୍ରମଣର ସମସ୍ତ ଘଟଣା ସିସିଟିଭିରେ କଏଦ ହୋଇଥିଲା। ଯାହାକୁ…