Latest Odisha News

BREAKING NEWS

ବିଶ୍ୱର ଏହି ଗୋଟିଏ ଦେଶରେ ନାହିଁ ମଶା, ଜାହାର କାରଣ କେହି ଜାଣନ୍ତି ନାହିଁ

ନୂଆଦିଲ୍ଲୀ: ଭାରତରେ ଅନେକ ଲୋକ ମଶା ପାଇଁ କଲବଲ ହୁଅନ୍ତି । ଏମିତିକି ମଣିଷ ଜୀବନ ମଧ୍ୟ ନେଇଯାଇଥାଏ ମାଶା । ଯଦି ଆମେ ପରିସଂଖ୍ୟାନ ଉପରେ ନଜର ପକାଇବା ତେବେ ପ୍ରତିବର୍ଷ ମଶା କାରଣରୁ ବିଶ୍ୱରେ ପ୍ରାୟ ୧୦ ଲକ୍ଷ ଲୋକଙ୍କ ଜୀବନ ଯାଉଛି। କିନ୍ତୁ ଆପଣ ଜାଣନ୍ତି କି, ବିଶ୍ୱରେ ଏକମାତ୍ର ଏକ ଦେଶ…

ପୁଣି ଥରେ ଚମତ୍କାର ପ୍ଲାନ ଆଣିଲା ଜିଓ, ୮୪ ଦିନ ସବୁ ମାଗଣା…

ଭୁବନେଶ୍ୱର: ରିଲାଏନ୍ସ ଜିଓ ପୁଣି ଥରେ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଆକର୍ଷଣୀୟ ଅଫର ଆଣିଛି। ଜିଓର ନୂଆ ପ୍ରିପେଡ୍ ରିଚାର୍ଜ ପ୍ଲାନ୍‌ରେ ଗ୍ରାହକମାନେ ମାଗଣା ନେଟଫ୍ଲିକ୍ସ ସବସ୍କ୍ରିପସନ ସହିତ ଅସୀମିତ କଲିଂ, ପ୍ରଚୁର ଡାଟା ଓ ଅନ୍ୟାନ୍ୟ ସୁବିଧା ପାଇପାରିବେ। ଏହି ପ୍ଲାନଗୁଡ଼ିକ…

ପାକିସ୍ତାନକୁ କଡ଼ା ଚେତାବନୀ, ଭାରତର କହିଲା ଆଗକୁ ପରିଣାମ ଭୟଙ୍କର ହେବ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ସମ୍ପର୍କରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ପାକିସ୍ତାନର ବିରୋଧୀ ମନ୍ତବ୍ୟ ଏବଂ ଉସୁକାଇବା ବୟାନକୁ ନେଇ ଭାରତ କଡ଼ା ଚେତାବନୀ ଜାରି କରିଛି। ଭାରତର ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ ଏକ ପ୍ରେସ ବ୍ରିଫିଂରେ ସ୍ପଷ୍ଟ କରିଛନ୍ତି ଯେ,…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରି ଦଳରୁ ବିଦା ହେଲେ ବିଧାୟିକା

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଯୋଗୀ କୌଶାମ୍ବୀର ଚୈଲର ସମାଜବାଦୀ ପାର୍ଟିର ବିଧାୟିକା ପୂଜା ପାଲଙ୍କ ସ୍ୱାମୀଙ୍କ ହତ୍ୟାକାରୀଙ୍କୁ ଦଣ୍ଡ ଦେଇ ତାଙ୍କୁ ନ୍ୟାୟ ଦେଇଥିବା ସେ ବିଧାନସଭାରେ କହିଥିଲେ। ଯାହାକୁ ନେଇ ଅଖିଳେଶ ଯାଦବ ଅସନ୍ତୁଷ୍ଟ ହୋଇ ପୂଜା ପାଲଙ୍କୁ ଗୁରୁବାର ଦିନ ଦଳରୁ ବହିଷ୍କାର…

ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍

ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍। ସ୍ୱାଧୀନତା ଦିବସରେ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ପାଇଁ ପୂର୍ବତଟ ରେଳପଥ ଶାଲିମାର-ମାଳତୀପାଟପୁର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। • ଟ୍ରେନ୍ ନମ୍ବର…

କୋହଲିଙ୍କ ପ୍ରଶଂସାରେ ରବି ଶାସ୍ତ୍ରୀ ଶତମୁଖ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ପୂର୍ବ କୋଚ ରବି ଶାସ୍ତ୍ରୀ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଭୂୟସୀ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ମୋର ଶ୍ରେଷ୍ଠ ଶିଷ୍ୟ କୋହଲି । ୨୦୧୭ରୁ ୨୦୨୨ ମଧ୍ୟରେ ମୁଁ ଭାରତୀୟ ଟିମର କୋଚ ଥିବା ବେଳେ କୋହଲି ଦଳର ନେତୃତ୍ୱ ନେଇଥିଲେ । ଅଷ୍ଟ୍ରେଲିଆ,…

ନିମିଶା ପ୍ରିୟାଙ୍କ ପ୍ରତି କୌଣସି ବିପଦ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ୟେମେନରେ ହତ୍ୟା ପାଇଁ ମୃତ୍ୟୁଦଣ୍ଡ ପାଇଥିବା ଭାରତୀୟ ନର୍ସ ନିମିଶା ପ୍ରିୟାଙ୍କ ପ୍ରତି ବର୍ତ୍ତମାନ୍ କୌଣସି ବିପଦ ନଥିବା ଗୁରୁବାର ଦିନ କହିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲା ଉପରେ ଆଗାମୀ ଶୁଣାଣି ୮ ସପ୍ତାହ ପରେ କରାଯିବା ନେଇ କୋର୍ଟ କହିଛନ୍ତି। ସେ ୨୦୧୭ରେ ତାଙ୍କ…

ଏସିଆ କପରେ ଗିଲ ସ୍ଥାନ ପାଇ ନ ପାରନ୍ତି

ନୂଆଦିଲ୍ଲୀ: ଏସିଆ କପ ୨୦୨୫ ସେପ୍ଟମ୍ବର ୯ରୁ ୟୁଏଇରେ ଖେଳାଯିବ । ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଏ ପର୍ଯ୍ୟନ୍ତ ଏସିଆ କପ ପାଇଁ ଦଳ ଘୋଷଣା କରି ନାହିଁ । କେଉଁ ଖେଳାଳିଙ୍କୁ ଚୂଡାନ୍ତ ଦଳରେ ସ୍ଥାନ ମିଳିବ ତାହା ସ୍ପଷ୍ଟ ହୋଇପାରି ନାହିଁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଶୁଭମନ ଗିଲଙ୍କୁ ଏହି…

ସ୍ୟାଣ୍ଡ ଆନିମେସନରେ ଅପରେସନ ସିନ୍ଦୂରର ବିଜୟ ଗାଥା

ପୁରୀ: ସ୍ୱାଧୀନତା ଦିବସକୁ ନେଇ ସାରା ଦେଶରେ ନାହିଁ ନଥିବା ଉତ୍ସାହ। ଏହାକୁ ପାଳନ କରିବା ପାଇଁ ସାରା ଦେଶରେ ହୋଇଚି ବ୍ୟାପକ ପ୍ରସ୍ତୁତି। ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ୭୯ତମ ସ୍ୱାଧିନତା ଦିବସ ଉପଲକ୍ଷ ବାଲୁକା ସ୍ୟାଣ୍ଡ ଆନିମେସନ ପ୍ରସ୍ତୁତ କରିଛନ୍ତି। ଏହି ସ୍ୟାଣ୍ଡ…

ମେଟ୍ରୋ ପ୍ରକଳ୍ପକୁ ନେଇ ସରକାର ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି: ବିଜେଡି

ଭୁବନେଶ୍ୱର: ମେଟ୍ରୋ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନଥିବା ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଦେଇଥିବା ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ବିଜୁ ଜନତା ଦଳ। ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ…