Latest Odisha News

BREAKING NEWS

ଜମ୍ମୁ କାଶ୍ମୀରରେ ଆହୁରି ବଢ଼ିଲା ମୃତ୍ୟୁ ସଂଖ୍ୟା, ଏବେ ଅନେକ ନିଖୋଜ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର କିସ୍ତୱାର ଜିଲ୍ଲାରେ ବାଦଲଫଟା ବର୍ଷା ଏକ ଭୟାବହ ବିପର୍ଯ୍ୟୟ ସୃଷ୍ଟି କରିଛି। ମଚୈଲ ମାତା ମନ୍ଦିର ଯାତ୍ରା ପଥରେ ଏହି ପ୍ରାକୃତିକ ଦୁର୍ବିପାକ ଯୋଗୁଁ ୩୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୧୦୦ରୁ ଅଧିକ ବ୍ୟକ୍ତି ନିଖୋଜ ଥିବା ସୂଚନା ମିଳିଛି। ଏହି ଘଟଣାରେ ଅନେକ…

ସାମସନଙ୍କ ବଦଳରେ ରାଜସ୍ଥାନ ଜାଡେଜାଙ୍କୁ ମାଗିଲା, ରାଜି ହେଲାନି ଚେନ୍ନାଇ

ନୂଆଦିଲ୍ଲୀ: ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳିବା ପାଇଁ ସଞ୍ଜୁ ସାମସନ ଆଉ ରାଜି ନାହାନ୍ତି । କ୍ରିକବିଜ ରିପୋର୍ଟ ଅନୁସାରେ ରାଜସ୍ଥାନ ରୟାଲ୍ସ ଷ୍ଟାର ଖେଳାଳି ସଞ୍ଜୁଙ୍କ ବଦଳରେ ଚେନ୍ନାଇ ସୁପର କିଙ୍ଗସ ନିକଟରୁ ରବୀନ୍ଦ୍ର ଜାଡେଜା, ଶିବମ ଦୁବେ ଓ ରିତୁରାଜ ଗାଏକ୍ୱାଡଙ୍କ ମଧ୍ୟରୁ ଜଣଙ୍କୁ…

SBI ଗ୍ରାହକଙ୍କ ପାଇଁ ବଡ଼ ଖବର, କାଲିଠୁ ବଦଳିବ ଏହି ସବୁ ନିୟମ

ନୂଆଦିଲ୍ଲୀ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଅଗଷ୍ଟ ୧୫, ୨୦୨୫ ତାରିଖରୁ ଖୁଚୁରା ଗ୍ରାହକଙ୍କ ପାଇଁ ଅନଲାଇନ୍ IMPS (ତତ୍କାଳୀନ ଦେୟ ସେବା) ଟ୍ରାନ୍ସଫର ଉପରେ ଚାର୍ଜରେ ପରିବର୍ତ୍ତନ ଆଣୁଛି। କର୍ପୋରେଟ୍ ଗ୍ରାହକଙ୍କ ପାଇଁ ଏହି ନୂଆ ନିୟମ ସେପ୍ଟେମ୍ବର ୮ ତାରିଖରୁ ଲାଗୁ ହେବ। ଏହି…

ଆକ୍ସନ ମୋଡ଼ରେ ଏସଟିଏଫ୍: ଆନ୍ତଃରାଜ୍ୟ ନିଶା ସିଣ୍ଡିକେଟ୍ ରୋକିବାକୁ ସ୍ପେଶାଲ ଅପରେସନ ଆରମ୍ଭ

ଭୁବନେଶ୍ୱର: ଆନ୍ତଃରାଜ୍ୟ ନିଶା ସିଣ୍ଡିକେଟ୍ ରୋକିବାକୁ ଏସଟିଏଫ୍ (STF)ର ବଡ଼ ପଦକ୍ଷେପ। ଏନେଇ ରାଜ୍ୟରେ ୨ ଦିନ ହେବ ମାରାଥନ ରେଡ୍। ସରକାରଙ୍କ ନିର୍ଦ୍ଦେଶ ପରେ ସମସ୍ତ ଜିଲ୍ଲା ଏସ୍‌ପିଙ୍କ ନେତୃତ୍ୱରେ ରେଡ୍‌ ଆରମ୍ଭ ହୋଇଛି। ବିଭିନ୍ନ ଖଟି, ଦୋକାନ, ବସ୍ତିରେ ସାଦା ପୋଷାକଧାରୀ ପୋଲିସ ମୁତୟନ…

ଅପରେସନ ସିନ୍ଦୂରରେ ସଫଳତା ପାଇଁ ସମ୍ମାନ: ୯ ବାୟୁସେନା ଅଧିକାରୀ ପାଇବେ ବୀରଚକ୍ର

ନୂଆଦିଲ୍ଲୀ: ୯ ବାୟୁସେନା ଅଧିକାରୀ ପାଇବେ ବୀରଚକ୍ର ସମ୍ମାନ। ପାଇଲଟଙ୍କ ସମେତ ୯ ଅଧିକାରୀଙ୍କୁ ମିଳିବ ବୀରଚକ୍ର ସମ୍ମାନ। ତୃତୀୟ ସର୍ବୋଚ୍ଚ ସାମରିକ ସମ୍ମାନ ବୀରଚକ୍ର ପାଇବେ। ଅପରେସନ ସିନ୍ଦୂରରେ ସାହସିକତା ପାଇଁ ପାଇବେ ସମ୍ମାନ। ମୁରିଦ୍‌କେ ଓ ବାହାୱଲପୁର ଆତଙ୍କୀ ଆଡ୍ଡା ଧ୍ବଂସ ପାଇଁ…

ବିବାହ ବନ୍ଧନରେ ବାନ୍ଧି ହେବେ ଅର୍ଜୁନ ତେନ୍ଦୁଲକର 

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ତାଙ୍କ ପ୍ରେମିକା ସାନିଆ ଚାନ୍ଦୋକଙ୍କ ସହ ନିର୍ବନ୍ଧ କରିଛନ୍ତି। ସାନିଆ ମୁମ୍ବାଇର ଜଣେ ନାମୀଦାମୀ ବ୍ୟବସାୟୀ ରବି ଘାଇଙ୍କ ନାତୁଣୀ ବୋଲି ଜଣାପଡ଼ିଛି। ଏହି ଉତ୍ସବରେ ନିକଟତମ ବନ୍ଧୁ ଏବଂ କିଛି ପରିବାର ସଦସ୍ୟ…

ଆମେରିକାର ଦକ୍ଷିଣ ଭର୍ଜିନିଆରେ ଗୁଳିକାଣ୍ଡ; ଅନେକ ଅଧିକାରୀ ଆହତ

ଓ୍ବାଶିଂଟନ୍: ଆମେରିକାରେ ପୁଣିଥରେ ଗୁଳିକାଣ୍ଡର ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏହି ଗୁଳିକାଣ୍ଡ ଘଟଣା ଆମେରିକାର ଦକ୍ଷିଣ ଭର୍ଜିନିଆରେ ଘଟିଛି । ଏଥିରେ ଅନେକ ଆଇନ ପ୍ରବର୍ତ୍ତନ ଅଧିକାରୀ ଆହତ ହୋଇଛନ୍ତି । ଏନେଇ ଜଣେ ଆମେରିକୀୟ ସାଂସଦ ଏହି ଘଟଣା ବିଷୟରେ ସୂଚନା ଦେଇଛନ୍ତି ।…

ଏଣିକି ୧୦୦ କିମି. ଚାଲିବାକୁ ବାଧ୍ୟ ବନ ଅଧିକାରୀ…

ଭୁବନେଶ୍ୱର: ବନ ସମ୍ପଦର ପ୍ରଭାବଶାଳୀ ସୁରକ୍ଷା ଏବଂ ବେଆଇନ କାର୍ଯ୍ୟକଳାପକୁ ରୋକିବା ପାଇଁ ଓଡ଼ିଶା ସରକାର କ୍ଷେତ୍ରସ୍ତରୀୟ ବନ କର୍ମଚାରୀମାନଙ୍କୁ ନିୟମିତ ପାଦରେ ଚାଲି ଚାଲି ପାଟ୍ରୋଲିଂ କରିବାକୁ ବାଧ୍ୟତାମୂଳକ କରିଛନ୍ତି। ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ସୁରେଶ ପନ୍ଥଙ୍କ ଦ୍ୱାରା ଜାରି ଏକ…

ଖର୍ଚ୍ଚ ଆଦାୟ ପରେ ଟୋଲ୍ ଟ୍ୟାକ୍ସ ଆଦାୟ କରିବା ଭୁଲ, ପ୍ରାଧିକରଣ ଗଠନ ପାଇଁ ଦାବି କଲା ସଂସଦୀୟ କମିଟି

ନୂଆଦିଲ୍ଲୀ: ଦେଶବ୍ୟାପୀ ଏପରି ଅନେକ ଟୋଲ୍ ଅଛି, ଯେଉଁଠାରେ ଖର୍ଚ୍ଚ ଆଦାୟ ହେବା ପରେ ମଧ୍ୟ ନିର୍ବିଚାର ଭାବରେ ଟୋଲ୍ ଟିକସ ଆଦାୟ କରାଯାଉଛି। ଏହା ସହିତ ନା ମରାମତି କାର୍ଯ୍ୟ କରାଯାଉଛି ନା ଲୋକମାନେ ସଠିକ୍ ରାସ୍ତା ପାଇପାରୁଛନ୍ତି। ସଂସଦୀୟ କମିଟି ଏହି ପ୍ରକାରର ଟୋଲ୍ ଆଦାୟ ଉପରେ ଚିନ୍ତା…

ରାଷ୍ଟ୍ରୀୟ ଏକତାକୁ ସୁଦୃଢ କରିବାରେ ତ୍ରିରଙ୍ଗା ଶୋଭାଯାତ୍ରା ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି: ମୁଖ୍ୟମନ୍ତ୍ରୀ

କଟକ: ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର ରାସ୍ତା ବିଶାଳ ଶୋଭାଯାତ୍ରାରେ…