ଚୀନ ରୋବୋଟିକ୍ ଡଗ ବିବାଦ; ଏଆଇ ସମିଟରୁ ବିଦା ଗାଲଗୋଟିଆସ୍ ବିଶ୍ୱବିଦ୍ୟାଳୟ
ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଅନୁଷ୍ଠିତ ହେଉଥିବା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ ଗତ ଦୁଇ ଦିନ ଧରି ସାରା ବିଶ୍ୱରେ ଚର୍ଚ୍ଚାରେ ରହିଛି। ଫେବୃଆରୀ ୧୬ ତାରିଖରେ ଆରମ୍ଭ ହୋଇଥିବା ଏହି ସମିଟ୍ରେ ବିଶ୍ୱର ଟେକ୍ ମହାରଥୀମାନେ ଅଂଶଗ୍ରହଣ କରୁଛନ୍ତି। ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…