Happy Birthday Modiji: ବାଲୁକା ଆନିମେସନ ମାଧ୍ୟମରେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମାନସ ସାହୁ
ପୁରୀ: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ। ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ୭୫ତମ ଜନ୍ମଦିନ ଉପଲକ୍ଷେ ପୁରୀସ୍ଥିତ ମାନସ ସାହୁ ସ୍ଟୁଡ଼ିଓରେ ବାଲୁକା ଆନିମେସନ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି।
ଆଜି ବିଶ୍ୱକର୍ମା…