ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍
ନୂଆଦିଲ୍ଲୀ: ବନତାରା ମାମଲାର ତଦନ୍ତ କରୁଥିବା ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ଗୁଜୁରାଟର ଜାମନଗର ସ୍ଥିତ ପ୍ରାଣୀ ଉଦ୍ଧାର ଏବଂ ପୁନର୍ବାସ କେନ୍ଦ୍ର ବନତାରାକୁ କ୍ଲିନ୍ ଚିଟ୍ ଦେଇଛି।
ସୁପ୍ରିମକୋର୍ଟର ବିଚାରପତି ପଙ୍କଜ ମିଥଲ ଏବଂ ପି.ବି. ବରାଲେଙ୍କ ଖଣ୍ଡପୀଠ ଏସଆଇଟି ରିପୋର୍ଟକୁ…