‘ତାରକା ନିଯୁକ୍ତିଦାତା’ ଭାବେ ଆଦିତ୍ୟ ବିର୍ଲା ଗ୍ରୁପ ରାଜ୍ୟ ସରକାରଙ୍କ ଦ୍ଵାରା ପୁରସ୍କୃତ
ଭୁବନେଶ୍ୱର: ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ ଦିଗରେ ପ୍ରମୁଖ ଭୂମିକା ନିର୍ବାହ କରିଛି ଆଦିତ୍ୟ ବିର୍ଲା ଗ୍ରୁପ। କମ୍ପାନୀ କର୍ତ୍ତୃପକ୍ଷଙ୍କ ଦ୍ଵାରା ଏଭଳି ପଦକ୍ଷେପ ଗ୍ରହଣ କରିଥିବାରୁ ରାଜ୍ୟ ସରକାରଙ୍କ ଦ୍ଵାରା ସମ୍ମାନିତ ହୋଇଛି ଆଦିତ୍ୟ ବିର୍ଲା ଗ୍ରୁପ।
ଭୁବନେଶ୍ୱର ଠାରେ…