ନୂଆ ବିସ୍ଥାପନ ଓ ଥଇଥାନ ନୀତି ଆଣିବେ ରାଜ୍ୟ ସରକାର: ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ଜମି ଅଧିଗ୍ରହଣ ସମୟରେ ବିସ୍ଥାପିତଙ୍କ ଯେଭଳି ଅସୁବିଧା ନ ହେବ ସେଥିପାଇଁ ଓଡ଼ିଶା ସରକାର ୨୦୨୫ ମସିହାରେ ଏକ ନୂତନ ବିସ୍ଥାପନ ଓ ଥଇଥାନ (ଆରଆଣ୍ଡଆର) ନୀତି ଆଣିବାକୁ ଯୋଜନା କରୁଛନ୍ତି।
ରାଜ୍ୟ ସରକାର ଏହି ସମ୍ପର୍କରେ ଏକ ନୂତନ ବ୍ୟବସ୍ଥା ପ୍ରସ୍ତୁତ ଏବଂ ପ୍ରଣୟନ ପାଇଁ…